🗳️ଇଲେକ୍ସନ 2018
#

🗳️ଇଲେକ୍ସନ 2018

280 ଜଣ ଦେଖିଛନ୍ତି
4 ମାସ ପୂର୍ବରୁ
#

ଇଲେକ୍ସନ 2018

ଶେଷ ହେଲା ମଧ୍ୟପ୍ରଦେଶରେ ଭୋଟ ଗଣତି । ଆସିଲା ୨୩୦ଟି ଆସନର ଫଳାଫଳ, ହେଲେ ସରକାର ଗଢ଼ିବାକୁ କୌଣସି ପାର୍ଟିକୁ ବହୁମତ ମିଳିପାରିନାହିଁ । ତେବେ ଏହି ନିର୍ବାଚନରେ ମଧ୍ୟପ୍ରଦେଶରେ କଂଗ୍ରେସ ସବୁଠାରୁ ବଡ ଦଳ ଭାବେ ଉଭା ହୋଇଛି । ୨୩୦ ଆସନରୁ ୧୧୪ଟି ଆସନରେ ବିଜୟୀ ହୋଇଛି କଂଗ୍ରେସ । ସେହିପରି ବିଜେପି ୧୦୯ ଆସନ ଦଖଲ କରିବାରେ ସକ୍ଷମ ହୋଇଛି । ଏବଂ ଅନ୍ୟାନ୍ୟଙ୍କ ପାଖକୁ ଯାଇଛି ୭ଟି ସିଟ୍ । ବିଏସପିକୁ ୨ଟି, ସମାଜବାଦୀ ପାର୍ଟିକୁ ଗୋଟିଏ ଓ ସ୍ୱାଧୀନଙ୍କୁ ମିଳିଛି ୪ଟି ସିଟ୍ । ମଧ୍ୟପ୍ରଦେଶରେ ୧୫ ବର୍ଷ ପରେ କ୍ଷମତାକୁ ଫେରିବାକୁ ଯାଉଥିବାରୁ କଂଗ୍ରେସର ଦଳୀୟକର୍ମୀମାନେ ବେଶ୍ ଉତ୍ସାହିତ ହୋଇପଡିଛନ୍ତି । କଂଗ୍ରେସ କାର୍ଯ୍ୟାଳୟ ବାହାରେ କର୍ମୀ ଓ ନେତା ବାଜା ବଜାଇ ବାଣ ଫୁଟାଇ ବିଜୟ ଉତ୍ସବ ପାଳିଛନ୍ତି ।
6.8k ଜଣ ଦେଖିଛନ୍ତି
9 ମାସ ପୂର୍ବରୁ
ଆଉ ପୋଷ୍ଟ ନାହିଁ
ଅନ୍ୟ ଏପ୍ ରେ ଶେୟର କରନ୍ତୁ
Facebook
WhatsApp
ଲିଙ୍କ କପି କରନ୍ତୁ
ଡିଲିଟ କରନ୍ତୁ
Embed
ଏହି ପୋଷ୍ଟକୁ ମୁଁ ରିପୋର୍ଟ କରିବାକୁ ଚାହେଁ, କାରଣ..
Embed Post