#📙ଜାନୁଆରୀ 28 ସ୍ପେଶାଲ ରାଶିଫଳ🪬 #🪬ଆଜି ର ରାଶିଚକ୍ର 🧿 #✡ଜ୍ୟୋତିଷ ଶାସ୍ତ୍ର✡ #🔯ଜ୍ୟୋତିଷ ଦୁନିଆ🌍 #✡️✡️ଆଜିର ପଞ୍ଚାଙ୍ଗ✡️✡️
*🌹🌼👉ମହାବୀର ପଞ୍ଜିକା👈🌼🌹*
*✧═════•❁❀❁•═════✧*
*ଅଦ୍ୟ ଜାନୁଆରୀ ମାସ ୨୮ ତାରିଖ ୨୦୨୬ ମସିହା (ବୁଧବାର)*
*ଶକାବ୍ଦ -୧୯୪୭*
*ସମ୍ବତ -୨୦୮୨*
*ଦିଲ୍ଲୀସ୍ୱରାଦ୍ଧ-୧୪୩୩*
*ସମ୍ବତ୍ସର-ସିଦ୍ଧାର୍ଥ*
*ମାଘମାସ- ଶୁକ୍ଳପକ୍ଷ*
*ତିଥି- ଦଶମୀ ଦିବା ଘ୦୪/୩୨ଗତେ ଏକାଦଶୀ*
*ନକ୍ଷତ୍ର- କୁର୍ତ୍ତିକା ଦିବା ଘ୦୯/୫୭ ଗତେ ରୋହିଣୀ*
*ଚନ୍ଦ୍ର- ବୃଷ*
*ଯୋଗ- ବ୍ରହ୍ମ*
*କରଣ - ଗର*
*ସୌରମାସ- ମକର ୧୫ ଦିନ*
*✧═════•❁❀❁•════✧*
*ସୁର୍ୟୋଦୟ-ପ୍ରାତଃ ଘ୦୬/୨୭/୧୮*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୨/୫୫*
*✧═════•❁❀
*ଯୋଗିନୀ ଉତ୍ତରେ ଦିବା ଘ୦୪/୩୨ ଗେତେ ଅଗ୍ନିକୋଣେ*
*ବିଛା ରାଶିର ଘାତଚନ୍ଦ୍ର*
*କର୍କଟ ରାଶିର ଘାତବାର*
*ଦଶମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*ମୃତେ ଦିବା ଘ୦୯/୫୭ ମଧ୍ୟ ଏକପାଦ ପୁଷ୍କର ଦୋଷ*
*✧═════•❁❀❁•═══*
*କାଳବେଳା -ଦିବା ଘ୦୯/୧୦ ଗତେ ଘ୧୦/୩୫ ମଧ୍ୟେ*
*ବାରବେଳା- ଦିବା ଘ୧୧/୫୫ ଗତେ ଘ୦୧/୧୯ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୮/୦୩ମଧ୍ୟେ ଓ ଘ୦୧/୧୯ ଗତେ ଘ ୦୨/୨୮ ମଧ୍ୟେ ଓ ରାତ୍ରି ଘ୦୬/୨୦ଗତେ ଘ୦୮/୪୫ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୪/୫୦ ଗତେ ଘ ୦୫/୩୨ ମଧ୍ୟେ ଓ ରାତ୍ରି ଘ୦୮/୪୬ଗତେ ଘ୧୦/୨୦ ମଧ୍ୟେ*
═✧*══•❁❀❁•═*════✧
*ଅଦ୍ୟ କଳମଶାଗ ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*
*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌹ମେଷ🌹👉ଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ବୃଥା ବିବାଦ, ଟଣା ଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ।*
*✧═════•❁❀❁•═════✧*
*🌹ବୃଷ🌹👉ବାଣିଜ୍ୟ, ସନ୍ତାନଙ୍କ ସମସ୍ୟା ସମାଧାନ ହେବ । ବିବାଦ, ଚୋରି, ବୃଥାଟନଜନିତ ଅପବ୍ୟୟର ସୀମା ଟପିଯିବ। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍ବେଗ ବଢିପାରେ।*
*✧═════•❁❀❁•═════✧*
*🌹ମିଥୁନ🌹👉ଆଜି ଆକସ୍ମିକ ଭାବରେ କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଶତ୍ରୁତା, ରୋଗପୀଡା କିମ୍ବା ଋଣ ପରିଶୋଧଜନିତ ଅର୍ଥବ୍ୟୟ କରିବେ କିନ୍ତୁ କର୍ମ କ୍ଷେତ୍ରରେ ସୁନ୍ଦର ସୁଯୋଗ ପ୍ରାପ୍ତ ହେବ।*
*✧═════•❁❀❁•═════✧*
*🌹କର୍କଟ🌹👉ଆତ୍ମୀୟ ସ୍ବଜନଙ୍କ ସହ କଳହ ହୋଇପାରେ ।ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝି ପାରିବେ ନାହିଁ। କିନ୍ତୁ ଭାଗ୍ୟଭାବସ୍ଥ ମଙ୍ଗଳ ପ୍ରଭାବରେ ଅପୀଡାଦଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ।*
*✧═════•❁❀❁•═════✧*
*🌹ସିଂହ🌹👉ଆଜି ଆପଣଙ୍କ ପରିବାର ଓ ବନ୍ଧୁ ସମ୍ପର୍କ କ୍ଷୁଣ୍ଣ ହୋଇପାରେ । କିନ୍ତୁ ଉପରିସ୍ଥ ଅଧିକାରୀଙ୍କ ଅନୁକମ୍ପାରୁ ଅଫିସରେ ସହାନୁଭୂତିର ସହ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ଦିନଟି ପୀଡାଦାୟକ*
*✧═════•❁❀❁•═════✧*
*🌹କନ୍ୟା🌹👉ଆଜି ନୂତନ କର୍ମାରମ୍ଭ ପାଇଁ ଆନୁଷଙ୍ଗିକ ଖୋରାକ ଯୋଗଇବ। ଫଳରେ ଆପଣଙ୍କ ସହକର୍ମୀ ଅଯାଚିତ ଭାବରେ ସହଯୋଗର ହାତ ବଢାଇପାରନ୍ତି। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ତଥା ପାରିବାରିକ ସମସ୍ୟାର ତ୍ୱରିତ ସମାଧାନ ପାଇଁ ଚିନ୍ତା କରିବେ।*
*✧═════•❁❀❁•═════✧*
*🌹ତୁଳା🌹👉ଆଜି ପାରିବାରିକ ଅବସ୍ଥାରେ ସାମାନ୍ୟ ଉନ୍ନତି ପରିଲଖିତକ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖାଦେଇପାରେ। ସ୍ବାସ୍ଥ୍ୟ, ପରିବାର, କର୍ମକ୍ଷେତ୍ରସମ୍ପର୍କି ଆଲୋଚନା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ।*
*✧═════•❁❀❁•═════✧*
*🌹ବିଛା🌹👉ଆଜି ସୁ ଭୋଜନ ଓ ଧନଲାଭ ହେବ ଅଫିସରେ ଦୃଢ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବା ସହ ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହେବ ।କୌଣସି ଜଣାଶୁଣା ବ୍ୟକ୍ତିଙ୍କ ପ୍ରତିରୋଧ ଆଶାକୁ ପ୍ରତିହତ କରିପାରେ।*
*✧═════•❁❀❁•═════✧*
*🌹ଧନୁ🌹👉 ଆଜି ଦିନରେ ମନ ଭଲ ରହିବ ନାହିଁ । ପ୍ରତ୍ୟୁଷ ଯାତ୍ରାରେ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।ସତ୍ କାମରେ ବ୍ୟୟ କରିବା ସହ ବନ୍ଧୁମାନଙ୍କ ଶୁଭଚିନ୍ତକ ଭାବରେ କାମ କରିବାରେ ଆଗ୍ରହ ପ୍ରକାଶ କରିପାରନ୍ତି।*
*✧═════•❁❀❁•═════✧*
*🌹ମକର🌹👉ଆଜି ପ୍ରତ୍ୟେକ କ୍ଷେତ୍ରରେ ପୂର୍ବଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ ହେବ। ସାମାନ୍ୟ ବଚସା ପରେ ଯାଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି।ବନ୍ଧୁଙ୍କ ଅନୁରାଗ ପ୍ରତି ମନରେ ଦୁର୍ବଳତା ଆସିପାରେ।*
*✧═════•❁❀❁•═════✧*
*🌹କୁମ୍ଭ🌹👉ଆଜି ଅର୍ଥଲାଭ ହେବ କିନ୍ତୁ ସାମାନ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲାରେ ଉନ୍ନତି ପରିଲକ୍ଷିତ ହେବ। ସାମୟିକ ଭାବରେ କଚେରି ମାମଲା ବିଷୟ ନେଇ ଚିନ୍ତିତ ରହିପାରନ୍ତି।*
*✧═════•❁❀❁•═════✧*
*🌹ମୀନ🌹👉:-ବନ୍ଧୁଙ୍କ ଅନୁରୋଧରେ ଆନୁଷ୍ଠାନିକ କାମରେ ଖଟଣି ବଢିଯିବ କିନ୍ତୁ ଆଶାନୁରୂପ ସଫଳତା ପାଇବେ ନାହିଁ। କୌଣସି ସହକର୍ମୀଙ୍କୁ ପ୍ରତୀକ୍ଷା କରି ଦେଖା ପାଇବେ ନାହିଁ। ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ପ୍ରୀତିପ୍ରଦ ରହିବ।*
*✧═════•❁❀❁•═════✧*
*