INSTALL
Your browser does not support the video tag.
Pravat Kumar biswal
*🌹🌼👉ମହାବୀର ପଞ୍ଜିକା👈🌼🌹* *✧═════•❁❀❁•═════✧* *ଅଦ୍ୟ ଅକ୍ଟୋବର ମାସ ୧୮ ତାରିଖ ୨୦୨୫ ମସିହା (ଶନିବାର)* *ଶକାବ୍ଦ -୧୯୪୭* *ସମ୍ବତ -୨୦୮୨* *ଦିଲ୍ଲୀସ୍ୱରାଦ୍ଧ-୧୪୩୩* *ସମ୍ବତ୍ସର-ସିଦ୍ଧାର୍ଥ* *କାର୍ତ୍ତିକମାସ- କୃଷ୍ଣ* *ତିଥି- ଦ୍ଵାଦଶୀ ଦିବା ଘ୧୨/୧୧ ଗତେ ତ୍ରୟୋଦଶୀ* *ନକ୍ଷତ୍ର- ପୂର୍ବା ଫା ଦିବା ଘ୦୪/୧୮ ଗତେ ଉତ୍ତରରା ଫା* *ଚନ୍ଦ୍ର- ସିଂହ ରାତ୍ରି ଘ୧୦/୪୩ ଗତେ କନ୍ୟା* *ଯୋଗ- ବ୍ରହ୍ମ* *କରଣ - ତୈତିଳ* *ସୌରମାସ- ତୁଳା ୦୨ ଦିନ* *✧═════•❁❀❁•════✧* *ସୁର୍ୟୋଦୟ-ପ୍ରାତଃ ଘ୦୫/୪୬/୫୨* *ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୭/୪୫* *✧═════•❁❀ *ଯୋଗିନୀ ନୈରୁତକୋଣେ ଦିବା ଘ୧୧/୧୧ ଗତେ ଦକ୍ଷିଣେ* *ବୃଷ ରାଶିର ଘାତଚନ୍ଦ୍ର* *ବୃଷ,ସିଂହ ଓ କନ୍ୟା ରାଶିର ଘାତବାର* *ଦ୍ଵାଦଶୀ ର ଏକୋଦିଷ୍ଟ ଓ ତ୍ରୟୋଦଶୀ ପାର୍ବଣ ଶ୍ରାଦ୍ଧ* *✧═════•❁❀❁•═══* *କାଳବେଳା -ଦିବା ଘ ୦୫/୧୩ମଧ୍ୟେ ଓ ଦିବା ଘ୦୩/୪୫ ଗତେ ଘ ୦୫/୨୦ ମଧ୍ୟେ* *ବାରବେଳା- ଦିବା ଘ୦୧/୨୦ ଗତେ ଘ ୦୩/୦୦ ମଧ୍ୟେ* *══•❁❀❁•═ *ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୨୦ ଗତେ ଘ୦୯/୩୫ ମଧ୍ୟେ ଓ ଘ୧୨/୦୮ଗତେ ଘ୦୧/୧୯ ମଧ୍ୟେ ରାତ୍ରି ଘ୧୨/୩୨ ଗତେ ଘ୦୨/୦୭ ମଧ୍ୟେ* *ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୦୨/୦୮ଗତେ ଘ୦୨/୫୫ ମଧ୍ୟେ* *═✧*══•❁❀❁•═*════✧ *ଅଦ୍ୟ ପୋଈ ଦିବା ଘ୧୧/୧୧ ଗତେ ବାଇଗଣ ଭକ୍ଷଣ ନିଷେଧ* *═✧*══•❁❀❁•═════✧ *ଡ:ବାୟୁନନ୍ଦନ ମିଶ୍ର* *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* *ଅଦୃଶ୍ୟଶକ୍ତି ଭବନ* *ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭* *ମୋବାଇଲ-9437064130* *www.adrushyashaktiastro.com #😎ପଲିଟିକାଲ ମିମ୍ସ😁 * *✧═════•❁❀❁•═════✧* *🌼🌹꧁ ଆଜିର ରାଶିଫଳ꧂🌹🌼* *✧═════•❁❀❁•═════✧* *🌹ମେଷ🌹👉ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।* *✧═════•❁❀❁•═════✧* *🌹ବୃଷ🌹👉ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ | କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ | ବ୍ୟାପାର ଲାଭଦାୟକ ରହିବ | ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ |* *✧═════•❁❀❁•═════✧* *🌹ମିଥୁନ🌹👉ଆଜି ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ | ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ | କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ | ବ୍ୟାପାର ମଧ୍ୟମ ରହିବ | ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ |* *✧═════•❁❀❁•═════✧* *🌹କର୍କଟ🌹👉ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ | ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ | ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ ।* *✧═════•❁❀❁•═════✧* *🌹ସିଂହ🌹👉ଆଜି ବ୍ୟୟବୃଦ୍ଧି ହେବ | ଚକ୍ଷୁ ପୀଡା ଦେଖାଦେବ | ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ | କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ | ବ୍ୟାପାରରେ କ୍ଷତି ସହିପାରନ୍ତି | ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ |* *✧═════•❁❀❁•═════✧* *🌹କନ୍ୟା🌹👉ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ | ଶୁଭ ସମାଚାର ମିଳିପାରେ | କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ | ବ୍ୟାପାର ଲାଭଦାୟୀ ରହିବ | ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ |* *✧═════•❁❀❁•═════✧* *🌹ତୁଳା🌹👉ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ | ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ | ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି | ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ | ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ |* *✧═════•❁❀❁•═════✧* *🌹ବିଛା🌹👉ଆଜି ଉପହାର ମିଳିପାରେ | କୌଣସି ସ୍ତ୍ରୀ ମିତ୍ର ସାହାଯ୍ୟ କରିବେ | କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ | କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ | ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ | ପରିବାରରେ ସୁଖରେ ସମୟ କାଟିବେ |* *✧═════•❁❀❁•═════✧* *🌹ଧନୁ🌹👉ଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି | ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିପାରେ | କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି | ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ |* *✧═════•❁❀❁•═════✧* *🌹ମକର 🌹👉ଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ | ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ | ଅଯଥା ଖର୍ଚ୍ଚ ବଢ଼ିଯିବ | କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ | ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ ।* *✧═════•❁❀❁•═════✧* *🌹କୁମ୍ଭ🌹👉ଆଜି ସ୍ୱାସ୍ଥ୍ୟ ବିଗିଡିଯାଇପାରେ | କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ | ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ | ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ | କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ | ବ୍ୟାପାରରେ ଦିନଟି ଅଶୁଭ ରହିପାରେ | ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ |* *✧═════•❁❀❁•═════✧* *🌹ମୀନ🌹👉ଆଜି କୌଣସି ମନୋରଞ୍ଜନ ପାଇଁ ବାହାରକୁ ଯାଇପାରନ୍ତି | ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ | ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ | କାର୍ଯ୍ୟସ୍ଥଳୀରେ ଧିମା କାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବେ | ବ୍ୟାପାରରେ ପାର୍ଟନର ସହ ନୂତନ ନିବେଶ କରି ଲାଭବାନ ହୋଇପାରନ୍ତି ।* *✧═════•❁❀❁•═════✧*
646 ने देखा
11
16
कमेंट
Your browser does not support JavaScript!